Numbers 33:14 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ଆଲୂଶରୁ ୟାତ୍ରା କରି ରଫୀଦୀମ ରେ ଛାଉଣୀ ସ୍ଥାପନ କଲେ। ସହେି ସ୍ଥାନ ରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଆଲୂଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ। ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।