Numbers 33:15 — Compare Translations

5 translations compared side by side

Odia - 1840
"ସମାନେେ ରଫୀଦୀମରୁ ୟାତ୍ରା କଲେ ଓ ସୀନଯ ମରୁଭୂମିରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ରଫୀଦୀମରୁ ଯାତ୍ରା କଲେ ଓ ସୀନୟ ମରୁଭୂମିରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ