Numbers 33:17 — Compare Translations

5 translations compared side by side

Odia - 1840
"ପୁଣି ସମାନେେ କିବ୍ରୋତ୍ହତ୍ତାବାରୁ ୟାତ୍ରା କରି ହତ୍ ସରେୋତ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ କିବ୍ରୋତ୍ ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ କିବ୍ରୋ‌‌‌ତ୍‌‌‌ହତ୍ତାବାରୁ ଯାତ୍ରା କରି ହ‌ତ୍‌ସେରୋତରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ କିବ୍ରୋତ୍‍-ହତ୍ତାବାରୁ ଯାତ୍ରା କରି ହତ୍‍ସେରୋତରେ ଛାଉଣି ସ୍ଥାପନ କଲେ।