Numbers 33:18 — Compare Translations
5 translations compared side by side
Odia - 1840
"ଆଉ ସମାନେେ ହତ ସରେୋତରୁ ୟାତ୍ରା କରି ରିତ୍ମା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ ଗଣ.୧୨:୧୬
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ