Numbers 33:19 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ରିତ୍ମାରୁ ୟାତ୍ରା କରି ରିମ୍ମାନେ ପରେସ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ-ପେରସରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ରି‌ତ୍‌ମାରୁ ଯାତ୍ରା କରି ରିମ୍ମୋନରେ ପେରସରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନେ ରିତ୍ମାରୁ ଯାତ୍ରା କରି ରିମ୍ମୋନ୍‍-ପେରସରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସେମାନେ ରିତ୍‍ମାରୁ ଯାତ୍ରା କରି ରିମ୍ମୋନ୍‍-ପେରସରେ ଛାଉଣି ସ୍ଥାପନ କଲେ।