Numbers 33:2 — Compare Translations
5 translations compared side by side
Odia - 1840
"ମାଶାେ ସଦାପ୍ରଭୁଙ୍କ ଆଜ୍ଞା ରେ ସମାନଙ୍କେର ୟାତ୍ରା ଅନୁସାରେ ସମାନଙ୍କେର ଗମନର ବିବରଣ ଲେଖିଲେ, ଯେଉଁ ଯେଉଁ ସ୍ଥାନକୁ ସମାନେେ ଗମନ କରିଥିଲେ, ସହେିସବୁ ୟାତ୍ରାର ବିବରଣ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କର ଯାତ୍ରା ଅନୁସାରେ ସେମାନଙ୍କର ଗମନର ବିବରଣ ଲେଖିଲେ, ଯେଉଁ ଯେଉଁ ସ୍ଥାନକୁ ସେମାନେ ଗମନ କରିଥିଲେ, ସେହିସବୁ ଯାତ୍ରାର ବିବରଣ ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।
Odia IRV 2017 (ଓଡିଆ ବାଇବେଲ)
ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।