Numbers 33:20 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ରିମ୍ମାନେ ପରେସରୁ ୟାତ୍ରା କରି ଲିବ୍ନା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ରିମ୍ମୋନ-ପେରସରୁ ଯାତ୍ରା କରି ଲିବ୍ନାରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ରିମ୍ମୋନ ପେରସରୁ ଯାତ୍ରା କରି ଲି‌ବ୍‌ନାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ରିମ୍ମୋନ୍‍-ପେରସରୁ ଯାତ୍ରା କରି ଲିବ୍‍ନାରେ ଛାଉଣି ସ୍ଥାପନ କଲେ।