Numbers 33:23 — Compare Translations
5 translations compared side by side
Odia - 1840
"ପୁଣି ସମାନେେ କ ହେଲାତ୍ରୁ ୟାତ୍ରା କରି ଶଫରେ ପର୍ବତ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ କହେଲାତ୍ରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ
Odia IRV 2017 (ଓଡିଆ ବାଇବେଲ)
ଓ ସେମାନେ କହେଲାତରୁ ଯାତ୍ରା କରି ଶେଫର ପର୍ବତରେ ଛାଉଣି ସ୍ଥାପନ କଲେ