Numbers 33:28 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ତରହରେୁ ୟାତ୍ରା କରି ମିତ୍କା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନେ ତେରହରୁ ଯାତ୍ରା କରି ମିତ୍କାରେ ଛାଉଣି ସ୍ଥାପନ କଲେ
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ତେରହରୁ ଯାତ୍ରା କରି ମି‌ତ୍‌କାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ
Odia IRV 2017 (ଓଡିଆ ବାଇବେଲ)
ଓ ସେମାନେ ତେରହରୁ ଯାତ୍ରା କରି ମିତ୍‍କାରେ ଛାଉଣି ସ୍ଥାପନ କଲେ