Numbers 33:3 — Compare Translations
5 translations compared side by side
Odia - 1840
"ପ୍ରଥମ ମାସର ପଞ୍ଚଦଶ ଦିନ ରେ, ସମାନେେ ରାମିଷଷଠାରୁେ ୟାତ୍ରା କଲେ। ଇଶ୍ରାୟେଲର ଲୋକମାନେ ମିଶରବାସୀଙ୍କ ଆଗ ରେ ଦାମ୍ଭିକତାର ସହକା ରେ ବାହାରି ଗଲେ। ଏହା ନିସ୍ତାର ପର୍ବର ପରବର୍ତ୍ତି ଦିନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ମାସର ପଞ୍ଚଦଶ ଦିନରେ, ସେମାନେ ରାମିଷେଷଠାରୁ ଯାତ୍ରା କଲେ। ଇସ୍ରାଏଲର ଲୋକମାନେ ମିଶରବାସୀଙ୍କ ଆଗରେ ଦାମ୍ଭିକତାର ସହକାରେ ବାହାରି ଗଲେ। ଏହା ନିସ୍ତାରପର୍ବର ପରବର୍ତ୍ତି ଦିନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;