Numbers 33:35 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଆବ୍ରୋଣାରୁ ୟାତ୍ରା କରି ଇତସିୟୋନ ଗବରେ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ ଗେବରରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।