Numbers 33:36 — Compare Translations
5 translations compared side by side
Odia - 1840
"ସମାନେେ ଇତ୍ସିୟୋନ-ଗବରରେୁ ୟାତ୍ରା କଲେ ଓ ସିନ୍ ମରୁଭୂମିରେ କାଦେଶଠା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସିନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କଲେ ଓ ସିନ୍ ମରୁଭୂମିରେ କାଦେଶଠାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଇତ୍ସିୟୋନ-ଗେବରରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),