Numbers 33:37 — Compare Translations
5 translations compared side by side
Odia - 1840
"ପୁଣି ସମାନେେ କାଦେଶରୁ ୟାଇ ଇଦୋମ ଦେଶ ସୀମା ରେ ଅବସ୍ଥିତ ହାରେ ପର୍ବତ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ କାଦେଶରୁ ଯାଇ ଇଦୋମ ଦେଶ ସୀମାରେ ଅବସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।