Numbers 33:38 — Compare Translations
5 translations compared side by side
Odia - 1840
"ଏହାପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞା ରେ ହାରେ ପର୍ବତ ରେ ଆରୋହଣ କଲେ। ପୁଣି ଇଶ୍ରାୟେଲର ଲୋକମାନେ ମିଶରରୁ ବାହାର ହାଇେ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନ ରେ ସହେି ସ୍ଥାନ ରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରୁ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ। ପୁଣି ଇସ୍ରାଏଲର ଲୋକମାନେ ମିଶରରୁ ବାହାର ହୋଇ ଆସିବାର ଗ୍ଭଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।