Numbers 33:39 — Compare Translations
5 translations compared side by side
Odia - 1840
"ଆଉ ହାରେ ପର୍ବତ ରେ ହାରୋଣ ମୃତ୍ଯୁବରଣ କରିବା ସମୟରେ ସେ 123 ବର୍ଷ ବଯସ୍କ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ହୋର ପର୍ବତରେ ହାରୋଣ ମୃତ୍ୟୁବରଣ କରିବା ସମୟରେ ସେ 123 ବର୍ଷ ବୟସ୍କ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।