Numbers 33:40 — Compare Translations
5 translations compared side by side
Odia - 1840
"କିଣାନୀଯ ରାଜା ଆରାଦର ନଗେଭେ ରେ ଶୁଣିଲେ ଯେ, ଇଶ୍ରାୟେଲର ଲୋକମାନେ ଆସୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ଵାଦ ଶୁଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନୀୟ ରାଜା ଆରାଦର ନେଗେଭରେ ଶୁଣିଲେ ଯେ, ଇସ୍ରାଏଲର ଲୋକମାନେ ଆସୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କିଣାନର ଦକ୍ଷିଣ-ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।