Numbers 33:41 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ହାରେ ପର୍ବତରୁ ୟାତ୍ରା କରି ସଲ୍ମୋନା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ହୋର ପର୍ବତରୁ ଯାତ୍ରା କରି ସ‌ଲ୍‌ମୋନାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍‍ମୋନାରେ ଛାଉଣି ସ୍ଥାପନ କଲେ,