Numbers 33:42 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ସଲମାନୋରୁ ୟାଇ ପୂନୋନ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସଲ୍ମୋନାରୁ ଯାଇ ପୂନୋନରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,
Odia IRV 2017 (ଓଡିଆ ବାଇବେଲ)
ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,