Numbers 33:44 — Compare Translations

5 translations compared side by side

Odia - 1840
"ତହୁଁ ସମାନେେ ଓବୋତରୁ ୟାତ୍ରା କରି ମାଯାେବ ସୀମାସ୍ଥିତ ଇଯୀ-ଅବାରୀମ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଚାଉଣି ସ୍ଥାପନ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ସୀମାସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଓବୋତରୁ ଯାତ୍ରା କରି ମୋୟାବ ପ୍ରାନ୍ତସ୍ଥିତ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ,