Numbers 33:45 — Compare Translations

5 translations compared side by side

Odia - 1840
"ତା'ପରେ ସମାନେେ ଇଯୀ-ଅବାରୀମରୁ ୟାତ୍ରା କରି ଦୀବୋନ୍-ଗାଦ ରେ ଛାଉଣୀ ପକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗାଦରେ ଛାଉଣି ସ୍ଥାପନ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍-ଗା‌ଦ୍‌ରେ ଛାଉଣି ପକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍‍-ଗାଦ୍‍ରେ ଛାଉଣି ସ୍ଥାପନ କଲେ,
Odia IRV 2017 (ଓଡିଆ ବାଇବେଲ)
ଓ ସେମାନେ ଇୟୀ-ଅବାରୀମରୁ ଯାତ୍ରା କରି ଦୀବୋନ୍‍-ଗାଦ୍‍ରେ ଛାଉଣି ସ୍ଥାପନ କଲେ,