Numbers 33:47 — Compare Translations
5 translations compared side by side
Odia - 1840
"ତହୁଁ ସମାନେେ ଅଲମାନେ-ଦିବ୍ଲାଥୟିମରୁ ୟାତ୍ରା କରି ନବୋ ନିକଟସ୍ଥ ଅବାରୀମ ପର୍ବତ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ ପର୍ବତରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ଅଲେମାନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ ନିକଟସ୍ଥ ଅବାରୀମ ପର୍ବତରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଅଲମୋନ-ଦିବ୍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।