Numbers 33:48 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ଅବାରୀମ ପର୍ବତରୁ ବାହାରି ଯିରୀହାେ ସପୋରି ରେ ୟର୍ଦ୍ଦନ ନିକଟବର୍ତ୍ତୀ ମାୟୋବ ପଦା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଅବାରୀମ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଅବାରୀମ ପର୍ବତରୁ ବାହାରି ଯିରୀହୋ ସେପାରିରେ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।