Numbers 33:49 — Compare Translations

5 translations compared side by side

Odia - 1840
"ସମାନେେ ୟର୍ଦ୍ଦନ ପାଶର୍‌ବବର୍ତ୍ତୀ ବୈତୟିଶୀମାେତ ଠାରୁ ଆବଲେ ଶିଟୀମ ପର୍ୟ୍ଯନ୍ତ ମାୟୋବ ପଦା ରେ ସମାନଙ୍କେର ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯର୍ଦ୍ଦନ ପାର୍ଶ୍ୱବର୍ତ୍ତୀ ବୈତଯିଶୀମୋତଠାରୁ ଆବେଲ ଶିଟୀମ୍ ପର୍ଯ୍ୟନ୍ତ ମୋୟାବ ପଦାରେ ସେମାନଙ୍କର ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।