Numbers 33:5 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ରାମିଷଷଠାରୁେ ୟାତ୍ରା କରି ସୁକ୍କୋତର ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ରାମିଷେଷଠାରୁ ଯାତ୍ରା କରି ସୁ‌କ୍‌କୋତରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍‍କୋତରେ ଛାଉଣି ସ୍ଥାପନ କଲେ।