Numbers 33:50 — Compare Translations

5 translations compared side by side

Odia - 1840
"ଯିରୀହାେସ୍ଥିତ ୟର୍ଦ୍ଦନ ସପୋରି ରେ ମାୟୋବ ପଦା ରେ ସଦାପ୍ରଭୁ ମାଶାଙ୍କେୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯିରୀହୋସ୍ଥିତ ଯର୍ଦ୍ଦନ ସେପାରିରେ ମୋୟାବ ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,