Numbers 33:51 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଲୋକମାନଙ୍କୁ କୁହ, 'ଯେତବେେଳେ ତୁମ୍ଭମାନେେ ୟର୍ଦ୍ଦନ ନଦୀ ପାରହବେ ଏବଂ କିଣାନ ଦେଶ ରେ ପ୍ରବେଶ କରିବ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନଙ୍କୁ କୁହ, ‘ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାରହେବ ଏବଂ କିଣାନ ଦେଶରେ ପ୍ରବେଶ କରିବ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,