Numbers 33:52 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଜ ସମ୍ମୁଖରୁ ସହେି ଦେଶନିବାସୀ ସମସ୍ତଙ୍କୁ ତଡି ବାହାର କରିଦବେ ଓ ସମାନଙ୍କେର ସମସ୍ତ ଖାଦେିତ ମୂର୍ତ୍ତି ଧାତୁ ନିର୍ମିତ ମୂର୍ତ୍ତିଗୁଡିକ ନଷ୍ଟ କରିଦବୋ ଉଚିତ୍ ଓ ସମାନଙ୍କେ ଉଚ୍ଚସ୍ଥଳୀଗୁଡିକୁ ବିନଷ୍ଟ କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ଖୋଦିତ ମୂର୍ତ୍ତି ଧାତୁ ନିର୍ମିତ ମୂର୍ତ୍ତିଗୁଡ଼ିକ ନଷ୍ଟ କରିଦେବା ଉଚିତ୍ ଓ ସେମାନଙ୍କ ଉଚ୍ଚସ୍ଥଳୀଗୁଡ଼ିକୁ ବିନଷ୍ଟ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।