Numbers 33:53 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ ସହେି ଦେଶ ଅଧିକାର କରି ତହିଁ ମଧିଅରେ ବାସ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ତୁମ୍ଭମାନଙ୍କୁ ସହେି ଦେଶ ଦଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ। କାରଣ ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ତୁମ୍ଭମାନଙ୍କୁ ସେହି ଦେଶ ଦେଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।