Numbers 33:54 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନେେ ଗୁଳାବାଣ୍ଟ ଦ୍ବାରା ନିଜ ନିଜ ବଂଶାନୁସା ରେ ଦଶାଧେିକାର ବିଭାଗ କରି ନବେ। ଅଧିକଲୋକ ବିଶିଷ୍ଟ ବଂଶ ଅଧିକ ଭାଗ ଓ ଅଳ୍ପ ଲୋକ ବିଶିଷ୍ଟ ବଂଶ ଅଳ୍ପ ଅଂଶ ପାଇବ। ଗୁଳାଅନୁସାରେ ଯାହାର ବାଣ୍ଟ ଯେଉଁଠି ହବେ ସେ ତାକୁହିଁ ନବେ। ଏହିରୂପେ ତୁମ୍ଭମାନେେ ଆପଣା ପିତୃବଂଶାନୁସା ରେ ଅଧିକାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ନିଜ ନିଜ ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ। ଅଧିକଲୋକ ବିଶିଷ୍ଟ ବଂଶ ଅଧିକ ଭାଗ ଓ ଅଳ୍ପ ଲୋକ ବିଶିଷ୍ଟ ବଂଶ ଅଳ୍ପ ଅଂଶ ପାଇବ। ଗୁଳାନୁସାରେ ଯାହାର ବାଣ୍ଟ ଯେଉଁଠି ହେବ ସେ ତାକୁହିଁ ନେବ। ଏହିରୂପେ ତୁମ୍ଭେମାନେ ଆପଣା ପିତୃବଂଶାନୁସାରେ ଅଧିକାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)