Numbers 33:55 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ସହେି ଦେଶନିବାସୀମାନଙ୍କୁ ନିଜ ସମ୍ମୁଖରୁ ତଡି ବାହାର କରି ନ ଦବେ, ଯେଉଁମାନେ ବାସ କରିବେ, ସମାନେେ ତୁମ୍ଭମାନଙ୍କ ଚକ୍ଷୁ ରେ କଣ୍ଟା ସ୍ବରୂପ ଓ ତୁମ୍ଭମାନଙ୍କ ପାଶର୍‌ବ ରେ କଣ୍ଟକ ସ୍ବରୂପ ହବେେ। ତୁମ୍ଭମାନେେ ବାସ କରିବ, ସମାନେେ ତୁମ୍ଭମାନଙ୍କ ପାଇଁ ବହୁ ଦୁଃଖ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ଵରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ଵରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେମାନେ ସେହି ଦେଶନିବାସୀମାନଙ୍କୁ ନିଜ ସମ୍ମୁଖରୁ ତଡ଼ି ବାହାର କରି ନ ଦେବ, ଯେଉଁମାନେ ବାସ କରିବେ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ସ୍ୱରୂପ ହେବେ। ତୁମ୍ଭେମାନେ ବାସ କରିବ, ସେମାନେ ତୁମ୍ଭମାନଙ୍କ ପାଇଁ ବହୁ ଦୁଃଖ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ବରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।