Numbers 33:56 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ସମାନଙ୍କେୁ ତୁମ୍ଭ ଦେଶ ରେ ତୁମ୍ଭମାନଙ୍କ ସହିତ ବାସ କରିବାକୁ ଦିଅ, ତବେେ ଆମ୍ଭେ ସମାନଙ୍କେ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୁମ୍ଭେମାନେ ସେମାନଙ୍କୁ ତୁମ୍ଭ ଦେଶରେ ତୁମ୍ଭମାନଙ୍କ ସହିତ ବାସ କରିବାକୁ ଦିଅ, ତେବେ ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”