Numbers 33:6 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ସୁକ୍କୋତରୁ ୟାତ୍ରା କରି ମରୁଭୂମିର ସୀମା ରେ ଏଥମ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସୁକ୍କୋତରୁ ଯାତ୍ରା କରି ମରୁଭୂମିର ସୀମାରେ ଏଥମରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।