Numbers 33:7 — Compare Translations
5 translations compared side by side
Odia - 1840
"ତହୁଁ ସମାନେେ ଏଥମରୁ ୟାତ୍ରା କରି ବାଲସଫୋନର ନିକଟସ୍ଥ ପୀହହୀରୋତକୁ ଫରେି ଆସିଲେ। ସମାନେେ ମିଗ୍ଦୋଲ ନିକଟରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ନିକଟସ୍ଥ ପୀହହୀରୋତକୁ ଫେରି ଆସିଲେ। ସେମାନେ ମିଗ୍ଦୋଲ ନିକଟରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।