Numbers 33:8 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ପୀହହୀରୋତ୍ର ସମ୍ମୁଖରୁ ୟାତା୍ର କରି ସମୁଦ୍ର ମଧ୍ଯ ଦଇେ ମରୁଭୂମିରେ ପ୍ରବେଶ କଲେ। ଆଉ ଏଥମ ମରୁଭୂମିରେ ତିନି ଦିନ ୟାତ୍ରା କରି ମାରା ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ‌ପୀହହୀରୋ‌‌ତ୍‌ର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ମରୁଭୂମିରେ ପ୍ରବେଶ କଲେ। ଆଉ ଏଥମ ମରୁଭୂମିରେ ତିନି ଦିନ ଯାତ୍ରା କରି ମାରାରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।