Numbers 33:9 — Compare Translations

5 translations compared side by side

Odia - 1840
"ପୁଣି ମାରାରୁ ୟାତ୍ରା କରି ଏଲୀମ ରେ ଉପସ୍ଥିତ ହେଲେ; ସହେି ଏଲୀମ ରେ ବାର ଝରଣା ଓ ସତୁରି ଖଜୁରୀ ଗଛ ଥିଲା। ଏଣୁ ସମାନେେ ସହେି ସ୍ଥାନ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ବାର ଝରଣା ଓ ସତୁରି ଖଜୁରୀ ଗଛ ଥିଲା। ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।