Numbers 34:10 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନଙ୍କର ପୂର୍ବ ସୀମା ହତସର ଐନନଠାରୁ ଆରମ୍ଭ ହାଇେ ଶଫାମ୍ ପର୍ୟ୍ଯନ୍ତ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭମାନଙ୍କର ପୂର୍ବ ସୀମା ହତ୍ସର-ଐନନଠାରୁ ଆରମ୍ଭ ହୋଇ ଶଫାମ୍ ପର୍ଯ୍ୟନ୍ତ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନ୍ଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।