Numbers 34:11 — Compare Translations

5 translations compared side by side

Odia - 1840
"ସହେି ସୀମା ଶଫାମ୍ଠାରୁ ଐନର ପୂର୍ବଦିଗ ଆଡକୁ ଶଷେ ରେ ରିବ୍ଲାର ପାଦଭୂମି ପର୍ୟ୍ଯନ୍ତ ୟିବ ଏବଂ ପୂର୍ବ ରେ ଏହା ଗାଲିଲୀ ହ୍ରଦ ପର୍ୟ୍ଯନ୍ତ ବିସ୍ତୃତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ସୀମା ଶଫାମ୍ଠାରୁ ଐନନର ପୂର୍ବ ଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବପାର୍ଶ୍ଵ ଦେଇ ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୀମା ଶଫାମ୍‌ଠାରୁ ଐନନ ପୂର୍ବଦିଗ ଆଡ଼କୁ ଶେଷରେ ରି‌ବ୍‌ଲାର ପାଦଭୂମି ପର୍ଯ୍ୟନ୍ତ ଯିବ ଏବଂ ପୂର୍ବରେ ଏହା ଗାଲିଲୀ ହ୍ରଦ ପର୍ଯ୍ୟନ୍ତ ବିସ୍ତୃତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବ ଦିଗ ହୋଇ ରିବ୍‍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।