Numbers 34:12 — Compare Translations

5 translations compared side by side

Odia - 1840
"ପୁଣି ସେ ସୀମା ୟର୍ଦ୍ଦନ ଦଇେ ୟିବ ଓ ମୃତ ସମୁଦ୍ର ନିକଟରେ ଶଷେ ହବେ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମା-ନୁସାରେ ତୁମ୍ଭମାନଙ୍କର ଦେଶ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ମୃତ ସମୁଦ୍ର ନିକଟରେ ଶେଷ ହେବ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।”