Numbers 34:13 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦଇେ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦବୋକୁ ଆଜ୍ଞା ଦଇେଅଛନ୍ତି, ତୁମ୍ଭମାନେେ ଯାହାକୁ ଗୁଳାବାଣ୍ଟ ଦ୍ବାରା ଅଧିକାର କରିବ, ସହେି ଦେଶ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦେବାକୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଯାହାକୁ ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।