Numbers 34:14 — Compare Translations
5 translations compared side by side
Odia - 1840
"ରୁବନେ, ଗାଦ ଗୋଷ୍ଠୀଗଣ ଓ ମନଃଶିର ଅର୍ଦ୍ଧକେ ଗୋଷ୍ଠୀଗଣ ଆପଣା ଆପଣା ପରିବାର ଅନୁସାରେ ସମାନଙ୍କେର ଅଧିକାର ପାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ରୁବେନ୍, ଗାଦ୍ ଗୋଷ୍ଠୀଗଣ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ ଆପଣା ଆପଣା ପରିବାର ଅନୁସାରେ ସେମାନଙ୍କର ଅଧିକାର ପାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;