Numbers 34:15 — Compare Translations
5 translations compared side by side
Odia - 1840
"ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ୟରୀହୋ ପୂର୍ବଦିଗ ରେ ୟର୍ଦ୍ଦନର ଆରପାରି ରେ ସମାନଙ୍କେର ଅଧିକାର ପାଇଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ଯିରୀହୋ ପୂର୍ବଦିଗରେ ଯର୍ଦ୍ଦନର ଆରପାରିରେ ସେମାନଙ୍କର ଅଧିକାର ପାଇଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”