Numbers 34:18 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭମାନେେ ଦେଶ ଭାଗ କରିବା ନିମନ୍ତେ ପ୍ରେତ୍ୟକକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନତେୃବର୍ଗ ବାଛିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେମାନେ ଦେଶ ଭାଗ କରିବା ନିମନ୍ତେ ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନେତୃବର୍ଗ ବାଛିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।