Numbers 34:19 — Compare Translations
5 translations compared side by side
Odia - 1840
"ସହେି ଅଧିପତିଗଣଙ୍କର ନାମ ଏହି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ଅଧିପତିଗଣଙ୍କର ନାମ ଏହି: ଯିହୁଦା ଗୋଷ୍ଠୀବର୍ଗରୁ ଯିଫୁନ୍ନିର ପୁତ୍ର କାଲେବ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ଲୋକମାନଙ୍କର ନାମ ଏହି; ଯିହୁଦା ବଂଶୀୟ ଯିଫୁନ୍ନିର ପୁତ୍ର କାଲେବ,