Numbers 34:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନଙ୍କୁ କୁହ: ଯେତବେେଳେ ତୁମ୍ଭମାନେେ କିଣାନ ଦେଶ ରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହବେ। ଏଗୁଡିକ ସହେି ଦେଶର ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲର ଲୋକମାନଙ୍କୁ କୁହ: “ଯେତେବେଳେ ତୁମ୍ଭେମାନେ କିଣାନ ଦେଶରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହେବ। ଏଗୁଡ଼ିକ ସେହି ଦେଶର ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
Odia IRV 2017 (ଓଡିଆ ବାଇବେଲ)
“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,