Numbers 34:23 — Compare Translations

5 translations compared side by side

Odia - 1840
"ଯୋଷଫେ ବଂଶଧର ମଧ୍ଯରୁ ମନଃଶି ଗୋଷ୍ଠୀରୁ ଏଫୋଦର ପୁତ୍ର ହନ୍ନୀଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ବଂଶଧର ମଧ୍ୟରୁ ମନଃଶି ଗୋଷ୍ଠୀରୁ ଏଫୋଦର ପୁତ୍ର ହନ୍ନୀୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।
Odia IRV 2017 (ଓଡିଆ ବାଇବେଲ)
ଯୋଷେଫ-ସନ୍ତାନଗଣ ମଧ୍ୟରୁ; ମନଃଶି ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଏଫୋଦର ପୁତ୍ର ହନ୍ନୀୟେଲ।