Numbers 34:24 — Compare Translations

5 translations compared side by side

Odia - 1840
"ପୁଣି ଇଫ୍ରଯିମ ଗୋଷ୍ଠୀବର୍ଗରୁ ଶିପ୍ତନର ପୁତ୍ର କମୂଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଫ୍ରୟିମ-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇଫ୍ରୟିମ ଗୋଷ୍ଠୀବର୍ଗରୁ ଶିପ୍ତନର ପୁତ୍ର କମୂୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇଫ୍ରୟିମ-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଶିପ୍ତନର ପୁତ୍ର କମୂୟେଲ।