Numbers 34:26 — Compare Translations
5 translations compared side by side
Odia - 1840
"ଇଷାଖର ଗୋଷ୍ଠୀବର୍ଗରୁ ଅସ୍ସନର ପୁତ୍ର ପଲଟିଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ଇଷାଖର-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟିୟେଲ,
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ଗୋଷ୍ଠୀବର୍ଗରୁ ଅସ୍ସନର ପୁତ୍ର ପଲ୍ଟିୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,
Odia IRV 2017 (ଓଡିଆ ବାଇବେଲ)
ଓ ଇଷାଖର-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅସ୍ସନର ପୁତ୍ର ପଲ୍ଟୀୟେଲ,