Numbers 34:28 — Compare Translations
5 translations compared side by side
Odia - 1840
"ନପ୍ତାଲି ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ପଦ ହେଲ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନପ୍ତାଲି-ସନ୍ତାନଗଣର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ ।
Odia Bible ERV 2004 (ପବିତ୍ର ବାଇବଲ)
ନପ୍ତାଲି ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ପଦହେଲ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।”
Odia IRV 2017 (ଓଡିଆ ବାଇବେଲ)
ନପ୍ତାଲି-ସନ୍ତାନଗଣଙ୍କର ବଂଶୀୟ ଜଣେ ଅଧିପତି, ଅମ୍ମୀହୂଦର ପୁତ୍ର ପଦହେଲ୍।