Numbers 34:29 — Compare Translations

5 translations compared side by side

Odia - 1840
"କିଣାନ ଦେଶ ରେ ଇଶ୍ରାୟେଲର ଲୋକମାନଙ୍କ ମଧିଅରେ ଅଧିକାର ବିଭାଗ କରି ଦବୋକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନ ଦେଶରେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।