Numbers 34:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ ପ୍ରାନ୍ତର ପର୍ୟ୍ଯନ୍ତ ହବେ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସିନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରରପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।